ସମ୍ପାଦକୀୟ : ମଇ, ୨୦୨୫
ସମ୍ପାଦକୀୟ…. ଏପ୍ରିଲ୍ ୨୨ ତାରିଖ ଦିନ ପେହଲଗାମରେ ଆତଙ୍କବାଦୀଙ୍କ ଦ୍ୱାରା ଛବିଶଜଣ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା, ଏବଂ ତତ୍ ପରବର୍ତ୍ତୀ ପ୍ରତିକ୍ରିୟା ସ୍ୱରୂପ ଭାରତୀୟ ସେନା ଦ୍ଵାରା ବିଭିନ୍ନ ଆତଙ୍କବାଦୀ ସଂଗଠନର ଆଡ୍ଡା ଉପରେ ଆକାଶମାର୍ଗରୁ ଆକ୍ରମଣ କରି ଧ୍ୱସ୍ତ ବିଧ୍ୱସ୍ତ କରିଦେବା ଉତ୍ତାରେ ପାକିସ୍ତାନ ସେନାର ବିଭିନ୍ନ ଭାରତୀୟ ସହରକୁ ନିଶାଣ କରିବା…
Read more